ଆସନ୍ତା ୧୪ ତାରିଖରେ ଖୋଲିପାରେ ରତ୍ନଭଣ୍ଡାର

ଆସନ୍ତା ୧୪ ତାରିଖରେ ଖୋଲିପାରେ ରତ୍ନଭଣ୍ଡାର

ରତ୍ନଭଣ୍ଡାରକୁ ନେଇ ସାମ୍ନାକୁ ଆସିଲା ବଡ ଖବର । ରଥଯାତ୍ରା ପରେ ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହେବ ବୋଲି ପୂବରୁ କୁହାଯାଉଥିଲା । କିନ୍ତୁ ଏବେ ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତିହୋଇଛି । ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ କହିଛନ୍ତି ଯେ, ଯେକୌଣସି ଉପାୟରେ ହେଉନା କାହିଁକି ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯିବ । ଚାବିରେ ରତ୍ନଭଣ୍ଡାର ନଖୋଲିଲେ ବି, ରତ୍ନଭଣ୍ଡାର ଖୋଲିବ ବୋଲି ସେ କହିଛନ୍ତି । ଏନେଇ ସରକାରଙ୍କ ଅନୁମତିକୁ ଅପେକ୍ଷା ବୋଲି ସେ କହିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *