ଆସୁଛି ଆଉ ଏକ ଲଘୁଚାପ !

ଆସୁଛି ଆଉ ଏକ ଲଘୁଚାପ !

ଆଣ୍ଡାମାନ ସାଗର ଅଞ୍ଚଳରେ ୨୬ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ହୋଇପାରେ। ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତ ହେବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅବପାତ ପରବର୍ତ୍ତୀ ଅବସ୍ଥାରେ କି ରୂପ ନେବ, ତାହା ସ୍ପଷ୍ଟ ହୋଇନି ।

author

Related Articles

Leave a Reply

Your email address will not be published. Required fields are marked *