ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆର ଆହତ ହୋଇଛନ୍ତି । ଫାର୍ମ ହାଉସ୍ରେ ଗୋଡ ଖସିଯିବାରୁ ତଳେ ପଡି ଆହତ ହୋଇଛନ୍ତି । ଆହତ ହେବା ପରେ ତାଙ୍କୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତଳେ ପଡିଯିବାରୁ ତାଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗଛି । ଡାକ୍ତର କେସିଆରଙ୍କ ଚିକିତ୍ସାରେ ଲାଗିଛନ୍ତି । ନିକଟରେ ହୋଇଥିବା ତେଲେଙ୍ଗାନା ବିଧାନସଭା ନିର୍ବାଚନରେ କେସିଆରଙ୍କ ଦଳ ଭାରତ ରାଷ୍ଟ୍ର ସମିତି ପରାସ୍ତ ହୋଇଛି ।
You can share this post!
author
Related Articles
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024
ଓଡ଼ିଶା ଫୋଟ ଏକ୍ସପୋ 2024ଉଦଘାଟିତ
- September 28, 2024
ତହସିଲଦାରଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ପ୍ରତିବାଦ
- September 28, 2024