ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ୟ୍ୟ..

ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ୟ୍ୟ..

ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ଆବଶ୍ୟକ ପଡିଲେ ଆଇନରେ ହେବ ସଂଶୋଧନ। ଆଜି ଲୋକସେବା ଭବନରେ ନିଜ ପ୍ରକୋଷ୍ଠରେ କାର୍ୟ୍ୟ ଆରମ୍ଭ କରିବା ଅବସରରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ ।  ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାଗ ଉପଯୋଗ ପାଇଁ ବ୍ୟବସ୍ଥା ହେବ ।ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ ।

 

author

Related Articles

Leave a Reply

Your email address will not be published. Required fields are marked *