ଓଡିଶା ଆସିବେ ବିଲ୍ ଗେଟ୍ସ

ଓଡିଶା ଆସିବେ ବିଲ୍ ଗେଟ୍ସ

ଓଡିଶା ଆସୁଛନ୍ତି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଆସନ୍ତା ଫେବୃଆରୀ ୨୮ ତାରିଖରେ ସେ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଓଡିଶାରେ ପହଁଞ୍ଚିବା ପରେ ସେ କୃଷି ଭବନ ପରିଦର୍ଶନ କରିବେ । ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।

author

Related Articles

Leave a Reply

Your email address will not be published. Required fields are marked *