କଂଗ୍ରେସ ଛାଡିଲେ ଚିରଞ୍ଜୀବ ବିଶ୍ୱାଳ

କଂଗ୍ରେସ ଛାଡିଲେ ଚିରଞ୍ଜୀବ ବିଶ୍ୱାଳ

କଂଗ୍ରେସ ଛାଡିଲେ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳ । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ଓଡିଶା କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇଥିବା ସୂଚନା ମିଳିଛି । ଦୀର୍ଘଦିନ ଧରି ଦଳର ନେତୃତ୍ୱକୁ ନେଇ ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଥିଲା । ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *