କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଝଟକା

କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଝଟକା

କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଝଟକା । ଙଜଐଊଉ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କ ଉପରେ ବାଜିଲା ହାଇକୋର୍ଟଙ୍କ ପାହାର । ମୋକିମଙ୍କ ଆବେଦନକୁ ଖାରଜ କରି ନିମ୍ନ ଅଦାଲତ ଦେଇଥିବା ରାୟକୁ କାଏମ୍ ରଖିଛନ୍ତି । ମାମଲାରେ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ ନିମ୍ନ ଅଦାଲତ ।


ଅନ୍ୟପଟେ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ । ସେତେବେଳେ ନାମାଙ୍କନ ବେଳେ ସମ୍ପୂର୍ଣ୍ଣ ତଥ୍ୟ ଦେଇନଥିବା ଅଭିଯୋଗ ହୋଇଥିଲା । ପରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ । ଏଣୁ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟରେ ହାଜର ହୋଇଥିଲେ ମହମ୍ମଦ ମୋକିମ ।

author

Related Articles

Leave a Reply

Your email address will not be published. Required fields are marked *