କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ବଡ ରାୟ

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ବଡ ରାୟ

ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ଆଜି ହାଇକୋର୍ଟ ଏକ ଗୁରୁତ୍ୱପୂଣ୍ଣ ରାୟ ଶୁଣାଇଛନ୍ତି । ନିଯୁକ୍ତି ନେଇ ଓସେପା ପକ୍ଷରୁ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟକୁ ଖାରଜ କରିଛନ୍ତି ହାଇକୋର୍ଟ । ଏଥି ସହ ନୂଆ ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇ ମାମଲା ଦାଏର ହୋଇଥିଲା । ଏହି ମାମଲାର ଶୁଣାଣି କରି ରାୟକୁ ସଂରକ୍ଷିତ ରଖିଥିଲେ ହାଇକୋର୍ଟ ।

author

Related Articles

Leave a Reply

Your email address will not be published. Required fields are marked *