କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା

କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା

ଆସନ୍ତାକାଲିଠାରୁ ବିଧାନସଭା ଅଧିବେଶନ ବସିବାକୁ ଯାଉଛି । ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିବା ନେଇ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି । ବିଧାନସଭାର ବଜେଟ ଅଧିବେଶନକୁ ନେଇ ବାଚସ୍ପତି ସୁରମା ପାଢୀଙ୍କ ଅଧକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକରେ କଂଗ୍ରେସ ଯୋଗଦେଇନି ।  ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମଙ୍କୁ ଦାୟିତ୍ୱ । ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା । ୩ଥର ବିଧାନସଭାକୁ ନିର୍ବାଚିତ ରାମଚନ୍ଦ୍ର କାଡାମ । ସେହିପରି ଅଶୋକ ଦାସଙ୍କୁ କଂଗ୍ରେସ ବିଧାୟକ ଦଳ ଉପନେତା ଭାବେ ଦାୟିତ୍ୱ ମିଳିଛି ।  ସେପଟେ ଭଙ୍ଗ ହେଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି । କମିଟି ଭଙ୍ଗ କଲା ଏଆଇସିସି ।

author

Related Articles

Leave a Reply

Your email address will not be published. Required fields are marked *