କୁକୁର ବନ୍ଧ୍ୟାକରଣ ନେଇ ବିଏମସିକୁ ସବୁଜ ସଙ୍କେତ

କୁକୁର ବନ୍ଧ୍ୟାକରଣ ନେଇ ବିଏମସିକୁ ସବୁଜ ସଙ୍କେତ

କୁକୁର ବନ୍ଧ୍ୟାକରଣ ନେଇ ବିଏମସିକୁ ମିଳିଲା ସବୁଜ ସଙ୍କେତ । ଖୁବ ଶୀଘ୍ର ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ । ହାଇକୋର୍ଟଙ୍କ ରହିତା ଦେଶ ଉଠିବା ପରେ ଏନେଇ ପ୍ରସ୍ତୁତି ଆରମ୍ଭ କରିଛି ବିଏମସି । କୁକୁର ବନ୍ଧ୍ୟାକରଣ ନେଇ ହାଇକୋର୍ଟଙ୍କ ରାହିତାଦେଶ ଥିବା ବେଳେ ଗତ ଜୁଲାଇ ମାସରୁ ବିଏମସି ଅଞ୍ଚଳରେ ବନ୍ଧ୍ୟାକରଣ ବନ୍ଦ ରହିଥିଲା । ବୁଲା କୁକୁରଙ୍କ ଉତ୍ପାତ ନେଇ ସାଧାରଣରେ ଅନେକ ଅଭିଯୋଗ ଆସିବା ପରେ ବିଏମସି ରହିତାଦେଶ ଉଠାଇବା ନେଇ ହାଇକୋର୍ଟରେ ଆବେଦନ କରିଥିଲା, ଯାହାକୁ କୋର୍ଟ ମଞ୍ଜୁରୀ ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *