କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟର ଝଟକା..

କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟର ଝଟକା..

ପୁଣିଥରେ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଅନ୍ତରୀଣ ଜାମିନକୁ 7 ଦିନ ବୃଦ୍ଧି କରିବାକୁ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ । ଜାମିନ୍ ଅବଧି ବଢାଇବା ପାଇଁ ଆବେଦନ କରିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଅନ୍ତରୀଣ ଜାମିନ୍ ଅବଧିକୁ ଆହୁରି ୭ ଦିନ ବଢାଇବା ପାଇଁ ଅବେଦନ କରିଥିଲେ କେଜ୍ରିୱାଲ । ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଅନ୍ତରୀଣ ଜାମିନ ଅବଧିକୁ ଡାକ୍ତରୀ କାରଣରୁ ୭ ଦିନ ପାଇଁ ବୃଦ୍ଧି କରିବା ପାଇଁ କରିଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *