ଖୋଲିବ ହୀରାକୁଦ ଡ୍ୟାମ । ଆସନ୍ତା ୨୮ ତାରିଖରେ ହୀରାକୁଦ ଡ୍ୟାମ ଖୋଲିବା ନେଇ ସୂଚନା ମିଳିଛି । ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପାଇଁ ଡ୍ୟାମ ଖୋଲାଯିବ । ୨୮ ତାରିଖ ରବିବାର ସକାଳ ୯ଟାରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ଡ୍ୟାମର ମୁଖ୍ୟ ଯନ୍ତ୍ରୀ ସୁଶୀଲ ବେହେରା। ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡ ଛତିଶଗଡ଼ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ହୋଇଛି। ଫଳରେ ବଢ଼ିଛି ଜଳସ୍ତର। ଏହାକୁ ଦୃଷ୍ଟିରେ ରଖି ବନ୍ୟା ଜଳ ନିଷ୍କାସନ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ଜଳଭଣ୍ଡାରରେ ଜଳସ୍ତର ରହିଛି ୬୦୫.୪୫ ଫୁଟ୍। ପ୍ରତି ସେକେଣ୍ଡରେ ଡ୍ୟାମ୍ ଭିତରକୁ ପ୍ରବେଶ କରୁଛି ୨ ଲକ୍ଷ ୧୫ ହଜାର ଘନ ଫୁଟ୍ ବନ୍ୟା ଜଳ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପୁଣି ବଦଳିଲା ବିଜେଡିର ରଣନୀତି
- September 28, 2024