ଗଞ୍ଜାମରେ ପ୍ରଚାର କରିବେ ନବୀନ ପଟ୍ଟନାୟକ

ଗଞ୍ଜାମରେ ପ୍ରଚାର କରିବେ ନବୀନ ପଟ୍ଟନାୟକ

ଷଷ୍ଠଥର ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ହେବା ଲକ୍ଷ୍ୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଗୋପାଳପୁର ଓ ଆସ୍କାରେ ପ୍ରଚାର କରିବେ । ବିଶାଳ ଜନସଭାକୁ ସମ୍ୱୋଧିତ କରି ଭୋଟ ଭିକ୍ଷା କରିବେ । ରଙ୍ଗେଇଲୁଣ୍ଡାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଜନସମାବେଶକୁ ସମ୍ୱୋଧିତ କରିବେ । ସମାବେଶକୁ ସମ୍ବୋଧିତ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଦିନ ୧୧ଟା ୪୫ ମିନିଟରେ ଆସିକା ପହଞ୍ଚି ସେଠାରେ ମଧ୍ୟ ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି । ଆସିକାରେ ପ୍ରଚାର ପରେ ମୁଖ୍ୟମନ୍ତ୍ରୀ ଫୁଲବାଣୀର କନ୍ଧମାଳ ଷ୍ଟାଡିୟମରେ ପ୍ରଚାର ସଭା କରିବା ସହ ଗୁଡାରୀରେ ମଧ୍ୟ ପ୍ରଚାର କରିବା କାର୍ଯ୍ୟସୂଚୀ ରହିଛି ।

author

Related Articles

Leave a Reply

Your email address will not be published. Required fields are marked *