ଘୋଷଣା ହେଲା ବିଜେଡିର ପଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । କେନ୍ଦ୍ରାପଡାରେ ବିଜେଡି ପ୍ରାର୍ଥୀ ପରିବର୍ତ୍ତନ କରିଛି । ଶଶୀଭୂଷଣ ବେହେରାଙ୍କ ଟିକେଟ କାଟି ଦଳ ଗଣେଶ୍ୱର ବେହେରାଙ୍କୁ ଭରସା କରିଛି । ଗଣେଶ୍ୱର ବେହେରା କେନ୍ଦ୍ରାପଡା ରାଜନୀତିର ଜଣେ ଜଣାଶୁଣା ଚେହେରା । ଗଣେଶ୍ୱର ବେହେରା କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଥିଲେ । ଆଉ ବିଜେଡି ତାଙ୍କୁ ଏବେ କେନ୍ଦ୍ରାପଡା ଟିକେଟ ଦେଇଛି । କେନ୍ଦ୍ରାପଡା ଆସନରୁ ୨୦୦୯ ମସିହାରୁ ବିଜେଡି ବିଜୟୀ ହୋଇ ଆସୁଛି । ସେହିପରି କଂଗ୍ରେସରୁ ବି ଗଣେଶ୍ୱର ବେହେରା ୨୦୦୯ରୁ ଲଗାତାର ପ୍ରାର୍ଥୀ ହୋଇ ଆସୁଥିଲେ । ହେଲେ ଏଥର ସେ ବିଜେଡିରୁ ଟିକେଟ ପାଇଛନ୍ତି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024