ଛତିଶଗଡ଼ରେ ଆରମ୍ଭ ହେଲା ବିଷ୍ଣୁ ସରକାର

ଛତିଶଗଡ଼ରେ ଆରମ୍ଭ ହେଲା ବିଷ୍ଣୁ ସରକାର

ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ । ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାୟପୁର ସାଇନସ୍ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଥିଲା । ବିଷ୍ଣୁଦେଓଙ୍କ ସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ।ବିଷ୍ଣୁଦେଓ ସାଏ ହେଉଛନ୍ତି ଛତିଶଗଡ଼ର ଜଣେ ଜଣାଶୁଣା ଆଦିବାସୀ ଚେହେରା। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ପ୍ରଥମ ସରକାରରେ ସେ ମନ୍ତ୍ରୀ ଥିଲେ।

author

Related Articles

Leave a Reply

Your email address will not be published. Required fields are marked *