ଜେପି ନଡ୍ଡାଙ୍କୁ ଆପର ଗିରଫ ଦାବି

ଜେପି ନଡ୍ଡାଙ୍କୁ ଆପର ଗିରଫ ଦାବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହେବା ପରେ ଆପ ସରକାର ସରଗରମ ହୋଇ ଉଠିଛି । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଗିରଫ କରିବା ପାଇଁ ମଧ୍ୟ ଦାବି କରିଛନ୍ତି । ସାମ୍ୱାଦିକ ସମ୍ମିଳନୀ କରି ବିଜେପିକୁ ଘେରିଛି ଆପ । ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମଦ ବ୍ୟବସାୟୀମାନେ ନିର୍ବାଚନୀ ବଣ୍ଡ ଜରିଆରେ ବିଜେପିକୁ ଟଙ୍କା ଦେଇଥିବା କହିଛନ୍ତି ଦିଲ୍ଲୀ ମନ୍ତ୍ରୀ ଆତିଶୀ । ଏବଂ ଏହି ମାମଲାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଗିରଫ କରିବାକୁ ଦାବି କରିଛି ଆପ୍ । ସେପଟେ ଏହାର ଜବାବ ରଖିଛି ଭାରତୀୟ ଜନତା ପାର୍ଟି । ଆପକୁ ଏହାର କଡା ଜବାବ ଦେଇଛନ୍ତି ବିଜେପି ମୁଖପାତ୍ର ସମ୍ୱିତ ପାତ୍ର ।

author

Related Articles

Leave a Reply

Your email address will not be published. Required fields are marked *