ଟ୍ୱିନ ସିଟିକୁ ରେଡ୍ ଆଲର୍ଟ

ଟ୍ୱିନ ସିଟିକୁ ରେଡ୍ ଆଲର୍ଟ

ଅସହ୍ୟ କରୁଛି ତାତି । ପ୍ରଚଣ୍ଡ ଖରା ସହ ଅସହ୍ୟ ତାତି ଓ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ଏପଟେ ଆଜି ଟ୍ୱିନ ସିଟିକୁ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏପଟେ ୪୪.୧ ଡିଗ୍ରୀ ତାପମାତ୍ରା ସହ ବାଲେଶ୍ୱର ସହର ସବୁଠୁ ଉତ୍ତପ୍ତ ରହିଛି । ଆଜି ଓ ଆସନ୍ତାକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ୨ ତାରିଖରୁ ତାତି ସାମାନ୍ୟ ହ୍ରାସ୍ ପାଇବ । ୨ ଓ ୩ ତାରିଖ ପାଇଁ ଅରେଂଜ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *