ହରିୟାଣା ବିଜେପି ବିଧାୟକ ଭବ୍ୟ ବିଷ୍ଣୋଇ ଓ ଆଇଏଏସ ଅଧିକାରୀ ପରୀ ବିଷ୍ଣୋଇଙ୍କ ବିବାହ ଅନୁଷ୍ଠିତ ହେବାକୁ ଯାଉଛି । ଆସନ୍ତା ଡିସେମ୍ବର ୨୨ ତାରିଖରେ ବିବାହ ଅନୁଷ୍ଠିତ ହେବାକୁ ଯାଉଛି । ବାହାଘର ପରେ ୩ଟି ରାଜ୍ୟରେ ରିସେପସନ ପାର୍ଟିର ଆୟୋଜନ କରାଯାଉଛି । ବିଜେପି ବିଧାୟକ ଭବ୍ୟ ବିଷ୍ଣୋଇଙ୍କ ବିବାହ ରାଜସ୍ଥାନରେ ରହୁଥିବା ଆଇଏଏସ ପରୀ ବିଷ୍ଣୋଇଙ୍କ ସହ ହେବାକୁ ଯାଉଛି । ଡିସେମ୍ବର ୨୨ ତାରିଖରେ ହେବାକୁ ଯାଉଥିବା ଏହି ଆଡମ୍ବରପୂର୍ଣ୍ଣ ବିବାହକୁ ୩ ଲକ୍ଷ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024