ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଓଡିଶାରେ ଖୁବଶୀଘ୍ର ଆରମ୍ଭ ହେବ ଗଣତନ୍ତ୍ରର ମହାପର୍ବ ନିର୍ବାଚନୀ ପର୍ବ । ଓଡିଶାରେ ଆସନ୍ତା ମେ 13 ତାରିଖରେ ଆଗମ୍ଭ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ଏବଂ ମେ 20ରେ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ଓଡିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଦ୍ଧିବଦ୍ଧ ବିଜ୍ଞପ୍ତି । କନ୍ଧମାଳ, ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, ଆସ୍କା ପାଇଁ ବିଜ୍ଞପ୍ତି ଜାରି ହୋଇଛି । ମେ ୨୦ରେ ୫ ଲୋକସଭା ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନରେ ଭୋଟିଂ ହେବ । ଏଥିପାଇଁ ଏପ୍ରିଲ ୨୬ରୁ ମେ ୩ ତାରିଖ ଯାଏଁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ମେ ୪ ରେ ନାମାଙ୍କନ ଯାଞ୍ଚ ହେବ । ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇପାରିବ । ଏହାସହ ମେ ୨୦ରେ ପଡିବ ଭୋଟ୍ ।

author

Related Articles

Leave a Reply

Your email address will not be published. Required fields are marked *