ନିର୍ବାଚନ ପୂୂର୍ବରୁ ବଦଳିବେ ୪ ଜିଲ୍ଲାର ଜିଲ୍ଲାପାଳ ଏବଂ ଏସପି

ନିର୍ବାଚନ ପୂୂର୍ବରୁ ବଦଳିବେ ୪ ଜିଲ୍ଲାର ଜିଲ୍ଲାପାଳ ଏବଂ ଏସପି

ନିର୍ବାଚନ ପୂୂର୍ବରୁ ବଦଳିବେ ୪ ଜିଲ୍ଲାର ଜିଲ୍ଲାପାଳ ଏବଂ ଏସପି । ଏନେଇ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଘୋଷଣା କରିଛନ୍ତି । ଗୁଜରାଟ, ପଞ୍ଜାବ, ଓଡ଼ିଶା ଓ ପଶ୍ଚିମବଙ୍ଗ ଭଳି ୪ଟି ରାଜ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟ୍ ଓ ଏସପି ପଦବୀରେ ଅବସ୍ଥାପିତ ଅଣ-କ୍ୟାଡର ଅଧିକାରୀଙ୍କ ବଦଳି ଆଦେଶ ଜାରି କରିଛି ନିର୍ବାଚନ ଆୟୋଗ। ବଦଳି ହେବାକୁ ଥିବା ଅଧିକାରୀମାନେ ହେଉଛନ୍ତି ଗୁଜୁରାଟର ଛୋଟା ଉଦୟପୁର ଏବଂ ଅହମ୍ମଦାବାଦ ଗ୍ରାମୀଣ ଜିଲ୍ଲାର ଏସପି । ପଞ୍ଜାବର ପଠାନକୋଟ, ଫାଜିଲକା ଜଳନ୍ଧର ଗ୍ରାମୀଣ ଏବଂ ମାଲେରକୋଟଲା ଜିଲ୍ଲାର ଏସଏସପି । ଢେଙ୍କାନାଳର ଜିଲ୍ଲାପାଳ ଏବଂ ଓଡ଼ିଶାର ଦେବଗଡ଼ ଓ କଟକ ଗ୍ରାମାଞ୍ଚଳର ଏସପି ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର, ଝାରଗ୍ରାମ, ପୂର୍ବ ବର୍ଦ୍ଧମାନ ଓ ବୀରଭୂମ ଜିଲ୍ଲାର ଜିଲ୍ଲାପାଳ ।

author

Related Articles

Leave a Reply

Your email address will not be published. Required fields are marked *