ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ….

୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ ।

ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ।

author

Related Articles

Leave a Reply

Your email address will not be published. Required fields are marked *