ପଦ୍ମ ଧରିଲେ ଦେବାଶିଷ ନାୟକ

ପଦ୍ମ ଧରିଲେ ଦେବାଶିଷ ନାୟକ

ପଦ୍ମ ଧରିଲେ ଦେବାଶିଷ ନାୟକ । ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଏକଦା ବିଜେଡିର ଟାଣୁଆ ନେତା ଥିଲେ ଦେବାଶିଷ ନାୟକ। ସେ କେବଳ ଟାଣୁଆ ନେତା ନଥିଲେ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଖାସ ଅନୁଗତ ଥିଲେ। ଜନତା ଦଳରରୁ କ୍ୟାରିୟର ଆରମ୍ଭ କରିଥିଲେ। ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ପରେ ବିଜେଡିରେ ଯୋଗଦେଇଥିଲେ। ଆଉ ଆଜି ବିଜେଡି ହାତ ଛାଡି ସେ ବିଜେପିରେ ସାମିଲ ହୋଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *