ପଦ୍ମ ଧରିଲେ ପ୍ରିୟଦର୍ଶୀ

ପଦ୍ମ ଧରିଲେ ପ୍ରିୟଦର୍ଶୀ

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ପ୍ରିୟଦର୍ଶୀ । କିଛି ସମୟ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ଇସ୍ତଫା ଦେବାର କେଇ ଘଣ୍ଟା ପରେ ପଦ୍ମ ଧରିଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅପରାଜିତା ଷଡଙ୍ଗୀଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *