ପରଲୋକରେ ପୂର୍ବତନ ସାଂସଦ ଅନାଦି ସାହୁ

ପରଲୋକରେ ପୂର୍ବତନ ସାଂସଦ ଅନାଦି ସାହୁ

ପୂର୍ବତନ ସାଂସଦ ତଥା ପୂର୍ବତନ ପୋଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ । 83 ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କଟକ ସିଡିଏ ସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଛି । ସେ ବ୍ରହ୍ମପୁର ଲୋକସଭାକୁ ନିର୍ବାଚିତ ହୋଇଥିଲେ । ପୋଲିସ ଚାକିରି ସମୟରେ ସେ ଅନେକ ମେଡାଲ ମଧ୍ୟ ପାଇଥିଲେ । ଅନାଦି ଚରଣ ସାହୁଙ୍କ ବିୟୋଗରେ ବହୁ ନେତା ମନ୍ତ୍ରୀମାନେ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *