ଆଜିଠାରୁ ଖୋଲିଯାଇଛି ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତର କନିକା ଉଦ୍ୟାନ । ପର୍ଯ୍ୟଟକମାନେ ଆଜିଠାରୁ ଭିତରକନିକା ଜାତୀୟ ଉଦ୍ୟାନ ବୁଲିବାର ସୁଯୋଗ ପାଇବେ । କୁମ୍ଭୀର ପ୍ରଜନନ ପାଇଁ ମେ 1 ତାରିଖରୁ ଭିତରକନିକା ବନ୍ଦ ରହିଥିବା ବେଳେ ଆଜିଠାରୁ ଏହି ଉଦ୍ୟାନକୁ ଖୋଲାଯାଇଛି । ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନରେ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।
You can share this post!
author
Related Articles
ତେଜିବାରେ ଲାଗିଛି ବରଗଡ ରାଜନୀତି…
- February 9, 2026
ଦୁଇ ମୋହନଙ୍କ ପାଇଁ ଭାଙ୍ଗିବ ବିଜେପି !
- February 9, 2026
ବିଦ୍ୟୁତ କର୍ମଚାରୀଙ୍କ ଆନ୍ଦୋଳନ …
- February 9, 2026
