ପଶ୍ଚିମ ଓଡିଶାରେ ହେବନି ସ୍ଥାୟୀ ବେଞ୍ଚ !

ପଶ୍ଚିମ ଓଡିଶାରେ ହେବନି ସ୍ଥାୟୀ ବେଞ୍ଚ !

ପଶ୍ଚିମ ଓଡ଼ିଶାରେ ଆବଶ୍ୟକ ନାହିଁ ହାଇକୋର୍ଟ ସ୍ଥାୟୀ ବେଞ୍ଚ । ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବୟାନ ଦେଇଛନ୍ତି କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ । କହିଛନ୍ତି, ଯେହେତୁ ଇ-କୋର୍ଟ ବ୍ୟବସ୍ଥା ଆରମ୍ଭ ହେଲାଣି, ଭର୍ଚୁଆଲରେ ସବୁ ସୁବିଧା ମିଳୁଛି । ଇ-କୋର୍ଟ ବ୍ୟବସ୍ଥା ହାଇକୋର୍ଟ ବେଂଚ ସହ ସମାନ । ଇ-କୋର୍ଟ ବ୍ୟବସ୍ଥାରେ ଓଡ଼ିଶା ଆଗରେ ଅଛି । ପ୍ରତି ଜିଲ୍ଲାରେ ମିଳୁଛି ଇ-କୋର୍ଟ ବ୍ୟବସ୍ଥା । ତେଣୁ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଂଚର ଆବଶ୍ୟକତା ନାହିଁ ବୋଲି କହିଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ।

author

Related Articles

Leave a Reply

Your email address will not be published. Required fields are marked *