ପୁଣି ତିନିଜଣଙ୍କୁ ଭାରତ ରତ୍ନ

ପୁଣି ତିନିଜଣଙ୍କୁ ଭାରତ ରତ୍ନ

ପୁଣି ତିନିଜଣଙ୍କୁ ମିଳିବ ଭାରତ ରତ୍ନ । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଘୋଷଣା କରିଛନ୍ତି ।ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ ଏବଂ ପିଭି ନରସିଂହ ରାଓଙ୍କୁ ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରାଯିବ। ବୈଜ୍ଞାନିକ ଏମଏସ ସ୍ୱାମୀନାଥନଙ୍କୁ ମଧ୍ୟ ଭାରତ ରତ୍ନ ଦିଆଯିବ ବୋଲି ଘୋଷଣା କରାଯାଇଛି । ମୋଦି କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଇଥିବାରୁ ଆମ ସରକାର ଭାଗ୍ୟବାନ । ଏହି ସମ୍ମାନ ଦେଶ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ପାଇଁ ସମର୍ପିତ । କୃଷକଙ୍କ ଅଧିକାର ଓ କଲ୍ୟାଣ ପାଇଁ ସେ ନିଜ ସମଗ୍ର ଜୀବନକୁ ଉତ୍ସର୍ଗ କରିଥିଲେ।

author

Related Articles

Leave a Reply

Your email address will not be published. Required fields are marked *