ପୁଣି ତେଜିଲା ଛାତ୍ର ସଂସଦ ନିର୍ବାଚନ

ପୁଣି ତେଜିଲା ଛାତ୍ର ସଂସଦ ନିର୍ବାଚନ

ରାଜ୍ୟରେ ପୁଣି ତେଜିଲା ଛାତ୍ର ସଂସଦ ନିର୍ବାଚନ। ଛାତ୍ର ସଂସଦ ନିର୍ବାଚନ ଦାବିରେ ଶୋଭାଯାତ୍ରା କଲା କଂଗ୍ରେସ। ଆଜି ରାଜଧାନୀରେ ଛାତ୍ର କଂଗ୍ରେସ ଛାତ୍ର ସଂସଦ ନିର୍ବାଚନ ଦାବିରେ ଶୋଭାଯାତ୍ରା କରି ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଥିଲେ। ଯେଉଁ ସମୟରେ ପୋଲିସ ଅଟକାଇବାରୁ ପୋଲିସ ଓ ଛାତ୍ର କଂଗ୍ରେସ ମଧ୍ୟରେ ଧସ୍ତାଧସ୍ତି ସ୍ଥିତି ଉପୁଜିଥିଲା। ବ୍ୟାରିକେଡ଼ ଭାଙ୍ଗିବାକୁ ଉଦ୍ୟମ କରି ଭିତରକୁ ପଶିଥିଲା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।

author

Related Articles

Leave a Reply

Your email address will not be published. Required fields are marked *