ପୁରୀରେ ମିଳିବନି ମଦ

ପୁରୀରେ ମିଳିବନି ମଦ

ପୁରୀ ବିଚ୍ ରେ ଖୋଲିବନି ମଦ କ୍ୟାବିନ୍ । ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ବି ମଦ କ୍ୟାବିନ୍ ମନା ।ରାଜ୍ୟରେ ପ୍ରଥମ ଥର ସରକାର କରିବା ପରେ ନିଜସ୍ୱ ଅବକାରୀ ନୀତି ଆଣିଛନ୍ତି ମୋହନ ସରକାର । ନୂଆ ମଦ ନୀତି ଆଜି ଘୋଷଣା ହୋଇଥିବା ବେଳେ ସେଥିରେ ଏକ ବଡ଼ ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର । ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ନୀତିରେ ପରିବର୍ତ୍ତନ ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି । ରାଜ୍ୟର ଅନ୍ୟ ଧର୍ମସ୍ଥଳୀ ଅଞ୍ଚଳରେ ବି ଖୋଲିବନି ମଦ ଦୋକାନ। ଧାର୍ମିକ ଅନୁଷ୍ଠାନର ୫ କିମି ପରିଧି ମଧ୍ୟରେ ବି ମଦ ଦୋକାନ ଖୋଲିବନି ବୋଲି ସ୍ପଷ୍ଟ କରାଯାଇଛି।

author

Related Articles

Leave a Reply

Your email address will not be published. Required fields are marked *