ପୁରୀ ଶ୍ରୀମନ୍ଦିରରୁ ଖସିଲା ପଥର

ପୁରୀ ଶ୍ରୀମନ୍ଦିରରୁ ଖସିଲା ପଥର

ପୁରୀ ଶ୍ରୀମନ୍ଦିରରୁ ଖସିଲା ପଥର । ବଡ ଦେଉଳକୁ ଲାଗି ରହିଥିବା ବରାହ ମନ୍ଦିରରୁ ଆଜି ଭୋରରୁ ଏକ ପଥର ଖସିଛି । ପଥରଟି ଏକାଦଶୀ ମନ୍ଦିରର ଉପର ଭାଗରୁ ଖସିଥିବା ନେଇ ସୂଚନା ରହିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ଘଟିନି । କେହି ବି ସେବାୟତ କିମ୍ବା ଭକ୍ତ ଆହତ ହେଇନାହାଁନ୍ତି । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଥିବାବେଳେ, ପଥରଟି କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *