ପ୍ରକାଶ ପାଇଲା ଜେଇଇ ମେନ୍ ପରୀକ୍ଷା ଫଳ

ପ୍ରକାଶ ପାଇଲା ଜେଇଇ ମେନ୍ ପରୀକ୍ଷା ଫଳ

ପ୍ରକାଶ ପାଇଲା ଜେଇଇ ମେନ୍ ପରୀକ୍ଷା ଫଳ । ଏନଟିଏ ପକ୍ଷରୁ ଜେଇଇ ରେଜଲ୍ଟ ପ୍ରକାଶ ପାଇଛି । ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥିରେ ରେକର୍ଡ ସଂଖ୍ୟକ ୫୬ ଜଣ ଟପ୍ପର ତାଲିକାରେ ସ୍ଥାନ ପାଇଛନ୍ତି । ୫୬ଜଣ ପରୀକ୍ଷାର୍ଥୀ ଏନଟିଏର ଶହେ ପ୍ରତିଶତ ସ୍କୋର ହାସଲ କରିଛନ୍ତି । ଜେଇଇ ମେନ୍ ଫଳ ପ୍ରକାଶ ପାଇବା ପରେ ସାରା ଦେଶରୁ ମୋଟ୍ ୨ ଲକ୍ଷ ୫୦ ହଜାର ୨୮୦ ଜଣ ଜେଇଇ ଆଡଭାନ୍ସ ଦେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ତେବେ ଏହି ତାଲିକାରେ ଓଡ଼ିଶାର ଜଣେ ବି ଛାତ୍ର ଛାତ୍ରୀ ନାହାନ୍ତି । ହେଲେ ଅନ୍ୱେଶ ଶୁଭମ ପ୍ରଧାନ ଜେଇଇ ମେନ୍ ଓଡ଼ିଶା ଟପ୍ପର ହୋଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *