ବଢ଼ିବ ବର୍ଷା….

ବଢ଼ିବ ବର୍ଷା….

୬ ତାରିଖରୁ ବଢ଼ିବ ବର୍ଷା। ଆଗାମୀ ୨୪ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ଜୁଲାଇ ୭ ତାରିଖ ବେଳକୁ ବଙ୍ଗୋ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। 

 ୭ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ୮ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି।ମାଲକାନଗିରି, କୋରାପୁଟ, ମୟୂରଭଂଜ, କେନ୍ଦୁଝର, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା |

author

Related Articles

Leave a Reply

Your email address will not be published. Required fields are marked *