ବଢିଲା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ

ବଢିଲା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ

ବଢିଲା ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ । 2024 ଜୁନ ମାସ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । ଏନେଇ ଜାନୁଆରୀ ମାସରେ ଗୃହମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ । ହେଲେ ଏହି ପ୍ରସ୍ତାବକୁ ଆଜି ମଞ୍ଜୁରୀ ପ୍ରଦାନ କରାଯାଇଛି । ଏହି ନିଷ୍ପତ୍ତି ପରେ ସ୍ପଷ୍ଟ ହୋଇଛି କି, ବିଜେପି ୨୦୨୪ ଲୋକସଭା ନିର୍ବାଚନ ଜେପି ନଡ୍ଡାଙ୍କ ନେତୃତ୍ୱରେ ଲଢିବାକୁ ଯାଉଛି । ଶନିବାର ଦିନ ଦିଲ୍ଲୀରେ ଆରମ୍ଭ ହୋଇଥିବା ବିଜେପିର ୨ ଦିବସୀୟ ରାଷ୍ଟ୍ରୀୟ ପରିଷଦ ବୈଠକରେ ନିଆଯାଇଛି । ଏହି ବୈଠକକୁ ଜେପି ନଡ୍ଡା ଉଦଘାଟନ କରିଥିଲେ ।

author

Related Articles

Leave a Reply

Your email address will not be published. Required fields are marked *