ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ପଶ୍ଚିମାଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ସମ୍ବଲପୁର ଆଦି ଅନେକ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଟ୍ୱିନ ସିଟିରେ ମଧ୍ୟ ହାଲୁକା ବର୍ଷା ସହିତ ମେଘୁଆ ପାଗ ରହିଛି । ଅନେକ ସ୍ଥାନରେ ବିଜୁଳି ଓ ଘଡଘଡି ମାରୁଥିବାରୁ କିଛି ଘଣ୍ଟା ପାଇଁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପରାମର୍ଶ କରିଛି । ।ସେପଟେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

author

Related Articles

Leave a Reply

Your email address will not be published. Required fields are marked *