ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ଦାବି

ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ଦାବି

ପ୍ରବାଦ ପୁରୁଷ ତଥା ବୀର ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଭାରତରତ୍ନ ପ୍ରଦାନ ପାଇଁ ପୁଣିଥରେ ଦାବି କରାଯାଇଛି । ଲୋକସଭାରେ ବିଜେଡି ସାଂସଦ ଚନ୍ଦ୍ରଶେଖର ସାହୁ ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ଏହି ଦାବି କରିଛନ୍ତି । ସାଂସଦ ଚନ୍ଦ୍ରଶେଖର ସାହୁ କହିଥିଲେ, ଦୀର୍ଘ ଦିନ ହେବ ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ଦାବି କରାଯାଇଆସୁଛି । କିନ୍ତୁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ଦାବିକୁ ଗ୍ରହଣ କରିନାହାନ୍ତି । ଖୁବଶୀଘ୍ର କେନ୍ଦ୍ରସରକାର ଏହା ଉପରେ ନିଷ୍ପତ୍ତି ନେବା ପାଇଁ ଦାବି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *