ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି

ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି

ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଆସନ୍ତା ଜୁଲାଇ ୭ ତାରିଖରେ ହେବାକୁ ଥିବା ରଥ ଯାତ୍ରା ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ବୈଠକରେ ପରିଚାଳନା କମିଟିର ସଦସ୍ୟ ଓ ବିଭିନ୍ନ ବିଭାଗର ଅଧିକାରୀ ସାମିଲ ହୋଇଛନ୍ତି । କେମିତି ମହାପ୍ରଭୁଙ୍କ ରଥ ଯାତ୍ରା ଶୃଙ୍ଖଳିତ ହେବ ସେନେଇ ବୈଠକରେ ଆଲୋଚନା କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *