ବୃଦ୍ଧି ହେଲା ବିଏସକେୱାଇ ନବୀନ କାର୍ଡର ଆବେଦନ ତାରିଖ

ବୃଦ୍ଧି ହେଲା ବିଏସକେୱାଇ ନବୀନ କାର୍ଡର ଆବେଦନ ତାରିଖ

ଚାଲିଛି ବିଏସକେୱାଇ ନବୀନ କାର୍ଡର ଆବେଦନ ପ୍ରକ୍ରିୟା । ଆଜି ଆବେଦନର ଶେଷ ତାରିଖ ଥିବା ବେଳେ ରାଜ୍ୟ ସରକାର ଏହାର ଅବଧିକୁ ଆଉ 10 ଦିନ ବଢାଇଛନ୍ତି ।

ଆସନ୍ତା ଜାନୁୟାରୀ 26 ତାରିଖ ପର୍ଯ୍ୟନ୍ତ ବିଏସକେୱାଇ ନବୀନ କାର୍ଡ ପାଇଁ ଆବେଦନ କରିହେବ । ଅନେକ ଲୋକ ଆବେଦନ କରିନଥିବାରୁ ପଞ୍ଜିକରଣ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ଏବେ ସୁଦ୍ଧା ୩୦ ଜିଲ୍ଲାରୁ ବିଏସକେୱାଇ ନବୀନ କାର୍ଡ ପାଇର୍ ୭୦,୪୮୮ ଆବେଦନ ଆସିଛି । ଯେଉଁଥିରେ ୧.୮୨ ଲକ୍ଷ ଲୋକ ଉପକୃତ ହୋଇପାରିବେ । ଗଞ୍ଜାମରୁ ସର୍ବାଧିକ ଆବେଦନ ଆସିଥିବା ବେଳେ ଏହା ପଛକୁ କଟକ ଓ ଖୋର୍ଦ୍ଧା ରହିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *