ଭଟ୍ଟାରିକା ମନ୍ଦିରରେ ପଶିଲା ପାଣି

ଭଟ୍ଟାରିକା ମନ୍ଦିରରେ ପଶିଲା ପାଣି

ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ରହିଛି । ବର୍ତ୍ତମାନ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଏବଂ ହୀରାକୁଦ ଡ୍ୟାମରୁ ନିଷ୍କାସିତ ହେଉଥିବା ଜଳ ସବୁ ମନ୍ଦିର ଭିତରେ ପ୍ରବେଶ କରିଛି ।  ମା’ଙ୍କ ନୀତିକାନ୍ତିରେ ଯେଭଳି କୌଣସି ବିଭ୍ରାଟ ନଘଟେ ସେଥିପ୍ରତି ବଡ଼ମ୍ବା ଦେବତୋର ବିଭାଗ ତରଫରୁ ବ୍ୟପକ ବ୍ୟବସ୍ଥା କରାଯାଇଛି । ତେଣୁ କରି ମାଆ ଭଟ୍ଟାରିକାଙ୍କ ଚଳନ୍ତି ପ୍ରତିମାକୁ ସେମାନଙ୍କ ସେବାକାରୀମାନେ ରତ୍ନଗିରି ପାହାଡ଼ରେ ଥିବା ମା’ଙ୍କ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିଛନ୍ତି । ସେଠାରେ ମା’ ଭଟ୍ଟାରିକାଙ୍କର ପୂଜାର୍ଚ୍ଚନା କରାଯାଉଛି । ମନ୍ଦିରର ସୁରକ୍ଷା ଦୃଷ୍ଟିରୁ ମା’ଙ୍କ ମନ୍ଦିରର ଲାଗିଥିବା ସମସ୍ତ କବାଟ କୁ ଖୋଲି ଦିଆଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *