ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ନିର୍ବାଚନ ପାଇଁ ଓଡିଶା ଗସ୍ତରେ ଆସିଛନ୍ତି ଜେପି ନଡ୍ଡା । ଆଜି ବିଜେପିର ନିର୍ବାଚନୀ ଇସ୍ତାହାର ଜାରି କରିବା କାର୍ଯ୍ୟକ୍ରମରେ ଯୋଗ ଦେବେ ନଡ୍ଡା । ଏହା ସହ ମହିଳାଙ୍କୁ ମାସିକ ୧ ହଜାର ଟଙ୍କା ସହ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପ୍ରତିଶ୍ରୁତି ଦେଇପାରେ ଦଳ । ଏହା ଉପରେ ଏବେ ସମସ୍ତଙ୍କ ନଜର ରହିଛି । ଅପରାହ୍ନ ୩ଟା ୩୦ରେ ବିଜେପି ସଂକଳ୍ପ ପତ୍ରକୁ ଲୋକାର୍ପଣ କରିବେ ନଡ୍ଡା । ଏହା ପରେ ଦଳୀୟ ପଦାଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

author

Related Articles

Leave a Reply

Your email address will not be published. Required fields are marked *