ଭୁବନେଶ୍ୱରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍‌ସ

ଭୁବନେଶ୍ୱରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍‌ସ

ଭୁବନେଶ୍ୱରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍‌ସ । ଭୁବନେଶ୍ୱରର ଲମ୍ବିନୀ ବିହାର ସ୍ଥିତ ମା ମଙ୍ଗଳା ବସ୍ତି ପରିଦର୍ଶନ କରିଛନ୍ତି ବିଲ୍ ଗେଟସ । ସେମାନଙ୍କ ଜୀବନଶୈଳୀ ବିଷୟରେ ପଚାରିବା ସହ ସେମାନଙକୁ ମିଳୁଥିବା ସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି । ଘରକୁ ଘର ଯାଇ ସେମାନଙ୍କୁ ସହ କଥାବର୍ତ୍ତା କରିଥିଲେ ବିଲ୍ ଗେଟସ । ତାଙ୍କ ସହ ସରକାରୀ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି । ଏହାସହ ବିଲ୍ ଗେଟ୍ସ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର‌୍ୟ୍ୟକ୍ରମ ରହିଛି । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।

author

Related Articles

Leave a Reply

Your email address will not be published. Required fields are marked *