ଭୁବନେଶ୍ୱର ମୁଖ୍ୟ ଯୋଗଣ ଅଧିକାରୀଙ୍କ ଘରେ ରେଡ

ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସଂମ୍ପତ୍ତି ଠୁଳ ଅଭିଯୋଗରେ ୮ଟି ସ୍ଥାନରେ ଚଢାଉ ।

ଭୁବନେଶ୍ବର ଏବଂ ବ୍ରହ୍ମପୁରସ୍ଥିତ ଘରେ ଓ ଅଫିସରେ ଏକାକାଳାୀନ ରେଡ ।

ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ପାଣ୍ଡରା ସ୍ଥିତ ପ୍ଲଟନମ୍ବର ୧୪୮୫ ସ୍ଥିତ ଗୋଟିଏ ମହଲା ଘର, ୧୪୮୪ରେ ଥିବା ତିନି ମହଲା ଘର, ଭବାନୀପୁରରେ ନୀଲାଚଳ ହାଇଟ୍ସର ବରହମପୁର-୨ରେ ଏକ ଆପାର୍ଟମେଣ୍ଟ, ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଅବସ୍ଥିତ ଏକ ଦୁଇ ମହଲା କୋଠା, ଲକ୍ଷ୍ମୀ ସାଗର କେନାଲ ରୋଡରେ ଥିବା ନୀଳାଚଳ ସିଟିରେ ଏକ ଆପାର୍ଟମେଣ୍ଟ, ଭୁବନେଶ୍ବରରେ ଶ୍ରୀ ଗନ୍ତାୟତଙ୍କ ଅଫିସ୍ ଚାମ୍ବର, ଭୁବନେଶ୍ୱର ୟୁନିଟ ୩ ସ୍ଥିତ ସରକାରୀ ବାସଭବନ ଓ ବ୍ରହ୍ମପୁର ବୈଦନାଥପୁର ସ୍ଥିତ ତାଙ୍କ ପୈତୃକ ରେଡ୍‌ ଚାଲିଛି।

author

Related Articles

Leave a Reply

Your email address will not be published. Required fields are marked *