ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦକୁ ନେଇ ହଟିଲା ସସପେନ୍ସ

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦକୁ ନେଇ ହଟିଲା ସସପେନ୍ସ

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦକୁ ନେଇ ହଟିଲା ସସପେନ୍ସ । ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଉଜୈନ ବିଧାୟକ ହେଉଛନ୍ତି ମୋହନ ଯାଦବ । ଏଥରକୁ ମିଶାଇ ୩ ଥର ବିଧାୟକ ହେଲେଣି ମୋହନ । ଶ୍ରୀ ଯାଦବ ଉଜ୍ଜୟୀନ ଦକ୍ଷିଣ ଆସନରୁ ଜିତିଛନ୍ତି। ସେ ଏଥରକୁ ମିଶାଇ କ୍ରମାଗତ ୩ୟ ଥର ପାଇଁ ବିଧାନସଭାକୁ ଯାଇଛନ୍ତି। ଦଳର ଅନ୍ୟତମ ବରିଷ୍ଠ ନେତା ଭାବେ ୫୮ ବର୍ଷୀୟ ମୋହନ ଯାଦବ ବେଶ ପରିଚିତ। କିନ୍ତୁ ସେ ମୁଖ୍ୟମନ୍ତ୍ରୀ ହେବେ ବୋଲି କେହି ବି ଚର୍ଚ୍ଚା କରୁ ନଥିଲେ। ତଥାପି ସମସ୍ତଙ୍କୁ ଜଳକା କରି ବିଜେପି ତାଙ୍କୁ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି।

author

Related Articles

Leave a Reply

Your email address will not be published. Required fields are marked *