ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା । ପବିତ୍ର ମହାଳୟା ଅବସରରେ ମାଆଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହିତ ସମଲେଶ୍ୱରୀପୀଠରେ ମାଆ ସମଲେଇଙ୍କର ଧବଳମୁଖୀ ବେଶ ହୋଇଛି । ଆଜି ମହାଳୟା ହେତୁ ମାଆଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହିତ ଏହି ବେଶ ଅନୁଷ୍ଠିତ ହୋଇଛି । ମହାଳୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ ପରେ ଗଙ୍ଗା, ଗୟାରେ ସ୍ନାନ କରିବାର ନୀତି ନିୟମ ରହିଛି । ତେବେ ଯେଉଁମାନେ ଗଙ୍ଗା, ଗୟା ଯାଇପାରିନାହାନ୍ତି, ସେମାନେ ପିତୃପୁରୁଷ ପିଣ୍ଡଦାନ ପରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ କରିଥାନ୍ତି । ପ୍ରତିବର୍ଷ ମାଆଙ୍କର ଏହି ବେଶକୁ ଦର୍ଶନ କରିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥାଏ ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ସମ୍ବଲପୁର ମହାନଗରରେ ବଢୁଛି ଜଣ୍ଡିସ ଆକ୍ରାନ୍ତ..
- June 25, 2024
