ମହିଳାଙ୍କୁ ଆକର୍ଷିତ କରିବ ପଦ୍ମ !

ମହିଳାଙ୍କୁ ଆକର୍ଷିତ କରିବ ପଦ୍ମ !

24 ନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣି ଦଳମାନଙ୍କ ଅଙ୍କକଶା । ବିଜେଡିର ମହିଳା ଭୋଟ ବ୍ୟାଙ୍କ ଭାଙ୍ଗିବାକୁ ବିଜେପିର ରଣନୀତି । ୨୦୨୪ ନିର୍ବାଚନରେ ବିଜେପି ଟାର୍ଗେଟରେ ଏସଏଚଜି ମହିଳା । ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି ଶକ୍ତି ବନ୍ଦନ କର୍ମଶାଳା । ଏଥିରେ କେନ୍ଦ୍ରମନ୍ତ୍ରୀ ସ୍ୱାଧୀ ନିରଞ୍ଜନା ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ଓ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି । ଏସଏଚଜି ମହିଳାଙ୍କ ଭୋଟ୍ ବ୍ୟାଙ୍କ ନିଜ ସପକ୍ଷରେ ନେବା ପାଇଁ ପ୍ରସ୍ତୁତ ହେବ ବ୍ଲୁପ୍ରିଂଟ । ମହିଳାଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଯୋଜନା ନେଇ ତାଙ୍କ ପାଖକୁ ଯିବ ବିଜେପି ।

author

Related Articles

Leave a Reply

Your email address will not be published. Required fields are marked *