ରତ୍ନଭଣ୍ଡାର ଚାବି ହଜିବା ମାମଲାରେ ସରକାରଙ୍କୁ ୩ ସପ୍ତାହର ମହଲତ । ତଦନ୍ତ କମିଶନ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବା ନେଇ ନେଇ ରାଜ୍ୟ ସରକାରଙ୍କୁ ୩ ସପ୍ତାହର ସମୟ ଦେଇଛନ୍ତି ହାଇକୋର୍ଟ । ଏହି ଅବଧି ଭିତରେ ରିପୋର୍ଟ ଦାଖଲ ନେଇ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟଳୟ । ୩ ସପ୍ତାହ ପରେ ମାମଲାର ପରବର୍ତୀ ଶୁଣାଣି ହେବ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରିବା ଦାବିରେ ହାଇକୋର୍ଟରେ ମାମଲା ହୋଇଥିଲ ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024