ଶଙ୍କରାଚାର୍ଯ୍ୟ କହିଛନ୍ତି, ‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ୟ୍ୟଙ୍କ ପରାମର୍ଶ କରିଵା ଉଚିତ।ମୋର ଉପସ୍ଥିତରେ ମିଟିଙ୍ଗ ହେଉନାହିଁ, ଏବଂ ମୋତେ କୌଣସି ସୂଚନା ମିଳୁନାହିଁ । ମୁଁ କେମିତି ପରାମର୍ଶ ଦେବି । ଶାସନତନ୍ତ୍ରକୁ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ଜ୍ଞାନ ନାହିଁ ।ତେଣୁ ରତ୍ନଭଣ୍ଡାର ଖୋଲିବା ନେଇ ମୁଁ କିଛି ଜାଣି ନାହିଁ |
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024