ରବିବାର ରାମଙ୍କୁ ଦର୍ଶନ କରିବାକୁ ଜମିଛି ଭିଡ

ରବିବାର ରାମଙ୍କୁ ଦର୍ଶନ କରିବାକୁ ଜମିଛି ଭିଡ

ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ରାମଲାଲାଙ୍କୁ ଦର୍ଶନ କରିବା ପାଇଁ ଅଯୋଧ୍ୟାକୁ ଭକ୍ତଙ୍କର ସୁଅ ଛୁଟୁଛି । ଆଜି ରବିବାର ଛୁଟିଦିନ ହୋଇଥିବା ହେତୁ ରାମ ମନ୍ଦିର ପରିସରରେ ବେଶ ଭିଡ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ମାନେ ଧାଡିରେ ଯାଇ ମନ୍ଦିରରେ ରାମଲାଲାଙ୍କ ଦର୍ଶନ କରୁଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସେପଟେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ବୋର୍ଡ ପକ୍ଷରୁ ରାମଲାଲାଙ୍କ ଆଳତୀ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *