ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା

ରାଜ୍ୟରେ ବଭିନ୍ନ ସ୍ଥାନରେ ଆଜି ଘନ କୁହୁଡି ଲାଗି ରହିଛି । ତା ସାଙ୍ଗକୁ କିଛି ଜିଲ୍ଲାରେ ବର୍ଷା ମଧ୍ୟ ଦେଖିବାକୁ ମିଳିଛି । ବଲାଙ୍ଗୀର ସହରରେ ଗତକାଲି ରାତିରେ ବର୍ଷା ହୋଇଛି । ଶୀତ ସାଙ୍ଗକୁ ବର୍ଷା ଯୋଗୁଁ ଦୁଇ ଦିନ ହେବ ରାଜ୍ୟରେ କୋହଲା ପାଗ ଦେଖିବାକୁ ମିଳିଥିଲା । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ଉପକୂଳ ଓଡିଶା ସମେତ ଉତ୍ତର ଓଡିଶାରେ କୋହଲା ପାଗ ଦେଖାଦେଇଛି । କିଛି ସ୍ଥାନରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳିଛି । ଏବଂ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

author

Related Articles

Leave a Reply

Your email address will not be published. Required fields are marked *