ମାର୍ଗଶିର ମାସ ଗୁରୁବାରରେ ମା ଲକ୍ଷ୍ମୀଙ୍କ ନିକଟରେ ମାଣ୍ଡିଆ ଏବଂ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ଭୋଗ ଲାଗି କରିବାକୁ ରାଜ୍ୟର ସମସ୍ତ ମା ମାନଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ | ଏହାସହ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ବ୍ୟଞ୍ଜନ ପରିବାର ଲୋକଙ୍କୁ ଖୁଆଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ | ଶ୍ରୀ ଅନ୍ନ ଓ ବିସ୍ତୃତ ଖାଦ୍ୟ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ରଖିବା ସହ ଓଡିଶାର ମା ମାନଙ୍କୁ ଅପିଲ କରିଛନ୍ତି।
You can share this post!
author