ରାଜ୍ୟ ସରକାରଙ୍କୁ ଆହ୍ୱାନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟ ସରକାରଙ୍କୁ ଆହ୍ୱାନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

କଥା କଥାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ୱାନ ଦେଇଛନ୍ତି ।  ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ସାମିଲ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର । ସ୍ୱାସ୍ଥ୍ୟ, ଶିକ୍ଷା,ଜଳସେଚନ ଓ ଆଇନଶୃଙ୍ଖଳା ସମେତ ଏକାଧିକ ପ୍ରସଙ୍ଗ ଉଠାଇ ଏହା କେମିତିକା ରୂପାନ୍ତରଣ ବୋଲି ପଚାରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଥିସହ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ଜାରି କରନ୍ତୁ ବୋଲି ସେ ଦାବି କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *